ADVERTISEMENT
Home ଆଞ୍ଚଳିକ ବୈତରଣୀ ନଦୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ବୈତରଣୀ ନଦୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

128
ADVERTISEMENT

ଭୁବନେଶ୍ୱର,୧୫/୧(ଡି.ଏଚ୍.ବ୍ୟୁରୋ):-କେନ୍ଦୁଝର ଜିଲ୍ଲା ପାଟଣା ବୈତରଣୀ ନଦୀରେ ମକର ବୁଡ଼ ପକାଇ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ଅର୍ପଣ କରିବା ସହ ରାଜ୍ୟବାସୀଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଏବଂ ପରମେଶ୍ୱର ମହାଦେବଙ୍କ ଦର୍ଶନ କରି ଆନନ୍ଦେଶ୍ୱର ମହାଦେବଙ୍କଠାରେ ଜଳଲାଗି କରିଥିଲେ। ଏଥିସହ ଉପସ୍ଥିତ ଜନସାଧାରଣ ଓ ଶ୍ରଦ୍ଧାଳୁଙ୍କୁ ମକର ଶୁଭେଚ୍ଛା ଜଣାଇଥିଲେ ।

Advertisement