ଆଜି ଟ୍ବେଣ୍ଟି୨୦ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ ଚେନ୍ନଇର ଏମ.ଏ ଚିଦାମ୍ବରମ ଷ୍ଟାଡ଼ିୟମରେ ଖେଳାଯିବ।

14
ADVERTISEMENT

ଭୁବନେଶ୍ୱର,୨୫/୧(ଡି.ଏଚ୍.ବ୍ୟୁରୋ):-ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଟ୍ବେଣ୍ଟି୨୦ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ ଆଜି ଚେନ୍ନଇର ଏମ.ଏ ଚିଦାମ୍ବରମ ଷ୍ଟାଡ଼ିୟମରେ ଖେଳାଯିବ। ଭାରତ ପ୍ରଥମ ମ୍ୟାଚରେ ଉଭୟ୍ ବ୍ୟାଟିଂ ଓ ବୋଲିଂରେ ଚମତ୍କାର ପ୍ରଦର୍ଶନ ସହ ଇଂଲଣ୍ଡକୁ ୭ ୱିକେଟରେ ପରାସ୍ତ କରିଥିବାବେଳେ ଜୋଶ୍ ବଟଲରଙ୍କ ନେତୃତ୍ବାଧିନ ଇଂଲଣ୍ଡ ୨ୟ ମ୍ୟାଚକୁ ଜିତି ଶୃଙ୍ଖଳାକୁ ଫେରିବାକୁ ଉଦ୍ୟମ କରିବ।

Advertisement