ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଏସ୍ଆଇ ଅଭୟ ନାୟକ।

16
ADVERTISEMENT

ଯାଜପୁର,୦୨/୨(ଡି.ଏଚ୍.ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଏସ୍ଆଇ ଅଭୟ ନାୟକ। ସେ ଯାଜପୁର ଜିଲ୍ଲା ସୁକିନ୍ଦା ଅଞ୍ଚଳରେ ଏକ ପାରିବାରିକ ବିବାଦ ମାମଲାର ସମାଧାନ ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ହାତରେ ଧରାପଡିଛନ୍ତି ।

Advertisement