Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ଗଂଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ ।

ଗଂଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ ।

164
ADVERTISEMENT

କନ୍ଧମାଳ,୨୨/୨(ଡି.ଏଚବ୍ୟୁରୋ):-କନ୍ଧମାଳ ଜିଲ୍ଲା ପୁଲିସ ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଦାରୁଗୋଣ୍ଡା ଘାଟି ନିକଟ ଜଙ୍ଗଲରୁ ୬୫୨୦ କେଜି, ଫିରିଙ୍ଗିଆ ଥାନା କାସିନପଦର ଗ୍ରାମ ପଞ୍ଚାୟତର ମାଜିପଡ଼ା ଜଙ୍ଗଲରୁ ୧୫୨୦ କେଜି, ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଦ୍ରୁଜୁ ଗ୍ରାମ ପଂଚାୟତ ମିନିଆକଟି ଜଙ୍ଗଲରୁ ୨୦୫୨ କେଜି., ବାଲିଗୁଡ଼ା ଥାନା ଅଧୀନ ଜାକ୍ରିପଦା ଜଙ୍ଗଲରୁ ୬୫୦ କେଜି, ଟିକାବାଲି ଥାନା ଅନ୍ତର୍ଗତ ସୁନାପଙ୍ଗା ଗ୍ରାମ ନିକଟରୁ ୧୧୦ କେଜି ଓଜନର ଗଂଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

Advertisement