ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ବିବାହ ଶୋଭାଯାତ୍ରା ବେଳେ ଛୁରାମାଡ଼ ।

24
ADVERTISEMENT

ଖଲ୍ଲିକୋଟ,୦୮/୩(ଡ଼ି.ଏଚ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ବିବାହ ଶୋଭାଯାତ୍ରା ବେଳେ ଛୁରାମାଡ଼ । ଚଣ୍ଡୀପୀଠ ଗ୍ରାମକୁ ବିବାହ ଉତ୍ସବରେ ଯୋଗଦେବା ଳାଗି ବିକ୍ରମପୁର ଗ୍ରାମରୁ ବରଯାତ୍ରୀ ଦଳ ଆସିଥିଲେ। ଏବଂ ଶୋଭାଯାତ୍ରା ସମୟରେ କୌଣସି କାରଣରୁ ଗଣ୍ଡଗୋଳ ଘଟିବାରୁ ଛୁରାମାଡ଼ ହୋଇ ଥିଲା। ଏଥିରେ ୩ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

Advertisement