ଟ୍ରକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା,୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ l

7
ADVERTISEMENT

ନୂଆଦିଲ୍ଲୀ,୧୦/୩(ଡ଼ି.ଏଚ ବ୍ୟୁରୋ):-ଉତ୍ତରପ୍ରଦେଶ ବସ୍ତୀର ନଗର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ଟ୍ରକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା l ଏହି ଦୁର୍ଘଟଣାରେ ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି । ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Advertisement