ଠାକୁରମୁଣ୍ଡା,୧୨/୩( ଡ଼ି.ଏଚ ବ୍ୟୁରୋ):-ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ କେନ୍ଦୁଜିଆଣୀ ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ରରେ ଲୁଟ୍ l ଜଣେ କାର୍ଯ୍ୟରତ ସିଏଚଓ ଙ୍କୁ ବନ୍ଧୁକ ଦେଖାଇ ବେକରୁ ସୁନା ଚେନ୍ ଲୁଟ୍ କରି ଘଟଣାସ୍ଥଳରୁ ଚମ୍ପଟ ମାରିଲେ ଦୁର୍ବୁତ୍ତ। ଏନେଇ ଠାକୁରମୁଣ୍ଡା ଥାନାରେ ଲିଖିତ ଅଭିଯୋଗ ପରେ ଠାକୁରମୁଣ୍ଡା ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଜାରି ରଖିଛି।