ମାଆ ବୁଢ଼ୀ ଠାକୁରାଣୀ ଯାତ୍ରା ଆସନ୍ତା ଏପ୍ରିଲ ମାସ ୩ ତାରିଖରୁ ଆରମ୍ଭ ହୋଇ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

9
ADVERTISEMENT

ବ୍ରହ୍ମପୁର,୧୩/୨(ଡ଼ି.ଏଚ ବ୍ୟୁରୋ):- ବ୍ରହ୍ମପୁରର ପ୍ରସିଦ୍ଧ ମାଆ ବୁଢ଼ୀ ଠାକୁରାଣୀ ଯାତ୍ରାର ଶୁଭଖୁଣ୍ଟି ସ୍ଥାପନ ହୋଇଛି । ଦେଶିବେହେରାଙ୍କ ଘର ନିକଟରେ ଏହି ଶୁଭଖୁଣ୍ଟି ସ୍ଥାପନ ହୋଇଥିବାବେଳେ ମାଆ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଆସନ୍ତା ଏପ୍ରିଲ ମାସ ୩ ତାରିଖରୁ ଆରମ୍ଭ ହୋଇ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

Advertisement