Tuesday, September 8, 2026
ADVERTISEMENT
Home ଆଞ୍ଚଳିକ କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍।

କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍।

142
ADVERTISEMENT

କନ୍ଧମାଳ,୧୪/୩(ଡ଼ି.ଏଚ ବ୍ୟୁରୋ):- କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍। ସୂଚନା ମୂତାବକ ଗୁରୁବାର ରାତିରେ ଖମ୍ବେଶ୍ଵରୀ ନାମକ ଏକ ଯାତ୍ରୀବାହୀ ଘରୋଇ ବସ୍ କଳିଙ୍ଗା ଘାଟି ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିବାବେଳେ ଏଥିରେ ୧୫ରୁ ୨୦ ଯାତ୍ରୀ ସାମାନ୍ୟ ଆହତ ହୋଇ ଭଞ୍ଜନଗର ମେଡିକାଲରେ ଭର୍ତ୍ତି। ଉକ୍ତ ବସ ଟି ରାୟପୁରରୁ ବ୍ରହ୍ମପୁର ଅଭିମୁଖେ ବାହାରିଥିଲା। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Advertisement