Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ପିକଅପ୍ ଭ୍ୟାନ ଧକ୍କାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର।

ପିକଅପ୍ ଭ୍ୟାନ ଧକ୍କାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର।

95
ADVERTISEMENT

ବ୍ରହ୍ମପୁର,୧୭/୩(ଡ଼ି.ଏଚ ବ୍ୟୁରୋ):- ବ୍ରହ୍ମପୁର ଗୋପାଳପୁର ଥାନା ବିଲୁ ଢାବା ନିକଟରେ ୨ଟି ସ୍କୁଟିକୁ ଏକ ପିକଅପ୍ ଭ୍ୟାନ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟି ଥିବାବେଳେ ୨ଜଣ ଗୁରୁତର ଭାବେ ଆହତ ହୋଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି ।ଏବଂ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଛି।

Advertisement