Saturday, August 15, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି।

ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି।

157
ADVERTISEMENT

ଭୁବନେଶ୍ୱର,୧୯/୩,(ଡ଼ି.ଏଚ ବ୍ୟୁରୋ):- ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ଥିବାବେଳେ ଏହାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗ ପକ୍ଷରୁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏବଂ ଲୋକସେବା ଭବନରେ ଆୟୋଜିତ ବୈଠକରେ କହିଛନ୍ତି ଯେ ଜିରୋ କାଜୁଆଲିଟି ଲକ୍ଷ୍ୟ ରଖି ସମସ୍ତେ କାମ କରିବେ। ଆଉ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯେଉଁ ଏସ୍ଓପି ଜାରି କରାଯାଇଛି ତାକୁ ଜିଲ୍ଲାପାଳମାନେ କାର୍ଯ୍ୟକାରୀ କରିବେ।

Advertisement