ADVERTISEMENT
Home ଆଞ୍ଚଳିକ କାଳବୈଶାଖୀ ପ୍ରଭାବରୁ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି ।

କାଳବୈଶାଖୀ ପ୍ରଭାବରୁ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି ।

110
ADVERTISEMENT

ଭୁବନେଶ୍ୱ ,୦୪/୪(ଡ଼ି.ଏଚ ବ୍ୟୁରୋ):-କାଳବୈଶାଖୀ ପ୍ରଭାବରୁ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି । ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନାଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଢେଙ୍କାନାଳର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ ହୋଇଛି ।

Advertisement