ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ୍,୨ ଜଣଙ୍କର ମୃତ୍ୟୁ l

7
ADVERTISEMENT

ପିପିଲି,୦୬/୪(ଡ଼ି.ଏଚ ବ୍ୟୁରୋ):-ପୁରୀ ଜିଲା ପିପିଲି ଥାନା କୌଶଲ୍ୟାଗଙ୍ଗ ଫାଣ୍ଡି ଅନ୍ତର୍ଗତ ସିଫା ସମ୍ମୁଖରେ ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ୍ l ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ବ ଗୁରୁତର ଭାବେ ଆହତ ହୋଇ କ୍ୟାପିଟାଲ ହସ୍ପିଟାଲrରେ ଭର୍ତି । ଉକ୍ତ ବସ୍ ଟି ବଙ୍ଗୀୟ ପର୍ଯ୍ୟଟକଙ୍କୁ ନେଇ ଭୁବନେଶ୍ବରରୁ ପୁରୀ ଅଭିମୁଖେ ଯାଉଥିଲା। ଏବଂ ଘଟଣାସ୍ଥଳରେ ପିପିଲି ପୋଲିସର ତଦନ୍ତ ଜାରି ।

Advertisement