ADVERTISEMENT
Home ଆଞ୍ଚଳିକ କଟକର ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ସ୍ୱାସ୍ଥ୍ୟକାର୍ଡ ଲୋକାର୍ପିତ ହେବ।

କଟକର ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ସ୍ୱାସ୍ଥ୍ୟକାର୍ଡ ଲୋକାର୍ପିତ ହେବ।

136
ADVERTISEMENT

କଟକ,୦୬/୪(ଡ଼ି.ଏଚ ବ୍ୟୁରୋ):-କଟକର ବାଲିଯାତ୍ରା ପଡ଼ିଆରେ ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ସ୍ୱାସ୍ଥ୍ୟ କାର୍ଡ ଲୋକାର୍ପିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।

Advertisement