ନୟାଗଡ଼,୦୭/୪(ଡ଼ି.ଏଚ ବ୍ୟୁରୋ):-ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ମାଧପୁର ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ପିକ୍ଅପ୍ ଭ୍ୟାନ୍ । ଯେଉଁଥିରେ ୧୭ରୁ ଅଧିକ ଲୋକ ଆହତ ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି । ଏବଂ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣାସ୍ଥଳରେ ଫତେଗଡ଼ ଏବଂ ଭାପୁର ପୋଲିସ ତଦନ୍ତ ଆରମ୍ଭ ।