ମାଲକାନଗିରି ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ।

15
ADVERTISEMENT

ମାଲକାନଗିରି,o୮/୪(ଡ଼ି.ଏଚ ବ୍ୟୁରୋ ):-ମାଲକାନଗିରି ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ଏହି ବିସ୍ଫୋରଣରେ ଜଣେ ଆଦିବାସୀ ଯୁବକ ର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି । ଉଭୟ ଆଦିବାସୀ ଯୁବକ ମହୁଲ ସଂଗ୍ରହ କରିବା ଲାଗି ଜଙ୍ଗଲକୁ ଯାଇଥିଲେ । ହେଲେ ସେଠାରେ ପୂର୍ବରୁ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲମାନେ ଏହି ବିସ୍ପୋରକ ସାମଗ୍ରୀ ରଖିଥିଲେ ।

Advertisement