ଭୁବନେଶ୍ୱର,o୮/୪(ଡ଼ି.ଏଚ ବ୍ୟୁରୋ ):-ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ଆଡ଼େ ମୁହାଁଇବ। ଫଳରେ ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିବ । ଏବଂ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।