ADVERTISEMENT
Home ଆଞ୍ଚଳିକ ଆସନ୍ତାକାଲି ଓଡିଶାରେ ଲାଗୁ ହେବ ଆୟୁଷ୍ମାନ୍ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା।

ଆସନ୍ତାକାଲି ଓଡିଶାରେ ଲାଗୁ ହେବ ଆୟୁଷ୍ମାନ୍ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା।

105
ADVERTISEMENT

ଭୁବନେଶ୍ୱର,୧୦/୪(ଡ଼ି.ଏଚ ବ୍ୟୁରୋ):-ଆସନ୍ତାକାଲି ଓଡିଶାରେ ଲାଗୁ ହେବ ଆୟୁଷ୍ମାନ୍ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। କଟକ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହେବାକୁଥିବା କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିବେ। ଏବଂ ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସଂଦେଓ ,ପ୍ରଭାତୀ ପରିଡା ଏବଂ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ରହିବେ।

Advertisement