ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀ l

7
ADVERTISEMENT

ଚିତ୍ରକୋଣ୍ଡା,୧୨/୪(ଡ଼ି.ଏଚ ବ୍ୟୁରୋ):- ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀ l ସେ କାର୍ ରେ ୫.୦୭ ଲକ୍ଷ ଟଙ୍କା ଟଙ୍କା ନେଇ ଯିବାବେଳେ ସ୍ଥାନୀୟ ଗୋବିନ୍ଦପାଲି ଛକ ଠାରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏଥିସହ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି କରିଛ ଭିଜିଲାନ୍ସ ଟିମ ।

Advertisement