ବିଜୁ ଜନତା ଦଳର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ ।

15
ADVERTISEMENT

ଭୁବନେଶ୍ୱର,୧୭/୪,(ଡ଼ି.ଏଚ ବ୍ୟୁରୋ):-ବିଜୁ ଜନତା ଦଳର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ । ଶଙ୍ଖ ଭବନରେ ସେ ତାଙ୍କ ନାମାଙ୍କନ ପତ୍ର ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ଦାଖଲ କରିଛନ୍ତି । ତେବେ ନବମ ଥର ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ନବୀନ ନାମାଙ୍କନ ଦାଖଲ କରିଥିବାବେଳେ ଆସନ୍ତା ୧୯ ତାରିଖରେ ସଭାପତିଙ୍କ ନାମ ଘୋଷଣା କରିବ ବିଜେଡି ।

Advertisement