Sunday, September 6, 2026
ADVERTISEMENT
Home ଆଞ୍ଚଳିକ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ।

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ।

94
ADVERTISEMENT

ବ୍ରହ୍ମପୁର,୨୨/୪(ଡ଼ି.ଏଚ ବ୍ୟୁରୋ):-ଗଂଜାମ ଜିଲ୍ଲା ପାଟପୁର ଥାନା ରାମଚନ୍ଦ୍ରପୁର କାଳିଆ ଘାଇ କେନାଲ ନିକଟରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର । ମୃତଦେହ ନିକଟରେ ବାଇକ ପଡ଼ିରହିଥିବାବେଳେ କେହି ମାରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଖବର ପାଇ ପାଟପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ ପରେ ତଦନ୍ତ ଆରମ୍ଭ କରିchi।

Advertisement