କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ ଦୁର୍ଘଟଣା ।

5
ADVERTISEMENT

କଟକ,୨୨/୪(ଡ଼ି.ଏଚ ବ୍ୟୁରୋ):-କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ ଦୁର୍ଘଟଣା । ପିସିଆରକୁ ଏକ ଟ୍ରକ ଚାପିଦେବା ଫଳରେ ଘଟଣାସ୍ଥଳରେ ୨ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ପୁଲିସ କର୍ମଚାରୀ ଗୁରୁତର ହୋଇ କଟକ ଏସସିବି ମେଡ଼ିକାଲରେ ଭର୍ତ୍ତି ।

Advertisement