ଭଦ୍ରକ ମେଡିକାଲ ଲିଫ୍ଟରେ ଫସି ଜଣେ ରୋଗୀଙ୍କର ମୃତ୍ୟୁ ।

12
ADVERTISEMENT

ଭଦ୍ରକ,୨୪/୪(ଡ଼ି.ଏଚ ବ୍ୟୁରୋ):-ଭଦ୍ରକ ମେଡିକାଲରେ ଲିଫ୍ଟରେ ଫସି ଜଣେ ରୋଗୀଙ୍କର ମୃତ୍ୟୁ । ମୃତ ରୋଗୀ ଭଦ୍ରକ ଗ୍ରାମାଞ୍ଚଳ ଥାନା ରାନ୍ଦିଆ ନରସିଂହପୁରର ମୀନତି ପରିଡ଼ା ହୋଇଥିବାବେଳେ ସେ ଭଦ୍ରକ ଜିଲ୍ଲା ମେଡିକାଲରେ ଭର୍ତ୍ତି ଥିଲେ । ଏବଂ ଏହି ଘଟଣା ପରେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି ।

Advertisement