Sunday, September 6, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କ ହତ୍ୟା କଲେ ଦୁର୍ବୃତ୍ତ।

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କ ହତ୍ୟା କଲେ ଦୁର୍ବୃତ୍ତ।

105
ADVERTISEMENT

ବ୍ରହ୍ମପୁର,୨୭/୪(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କ ହତ୍ୟା କରି ଶାଳବଣ ଜଙ୍ଗଲରେ ଫିଙ୍ଗିଦେଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାରୁ ଏହି ହତ୍ୟା କାଣ୍ଡ ଘଟିଥିବା ସନ୍ଦେହ କରାଯାଉଥିବାବେଳେ ଯାହା ସ୍ଥାନୀୟ ଅଂଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ହତ୍ୟାର ଶିକାର ହୋଇଥିବା ଦୁଇ ଭାଇ ହେଲେ ସୁମଣ୍ଡଳ ଗ୍ରାମର ସଞ୍ଜୟ ବାରିକ ଏବଂ ଅଜୟ ବାରିକ।

Advertisement