ନୂଆଦିଲ୍ଲୀ,୨୮/୪(ଡ଼ି.ଏଚ ବ୍ୟୁରୋ):-ଜମ୍ମୁ-କାଶ୍ମୀର ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ମୋଟ୍ ୬୩ ମିଲିୟନ ସବସ୍କ୍ରାଇବର୍ ଥିବା ୧୬ଟି ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇଛି ଭାରତ। ଯେଉଁ ଥିରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ସୋଏବ ଅଖତରଙ୍କ ୟୁଟ୍ୟୁବ୍ ଚ୍ୟାନେଲ ମଧ୍ୟ ଅନ୍ତର୍ଭୁକ୍ତ ହୋଇଛି ।





















