Sunday, September 6, 2026
ADVERTISEMENT
Home ଆଞ୍ଚଳିକ ମାଆଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ମାଆଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

105
ADVERTISEMENT

ବ୍ରହ୍ମପୁର,୨୮/୪(ଡ଼ି.ଏଚ ବ୍ୟୁରୋ):- ବ୍ରହ୍ମପୁରର ପ୍ରସିଦ୍ଧ ମାଆ ବୁଢ଼ୀ ଠାକୁରାଣୀ ଯାତ୍ରାର ଅସ୍ଥାୟୀ ପୀଠରେ ମାଆଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ଚିକିଟି ନିର୍ବାଚନ ମଣ୍ଡଳୀ ପାତ୍ରପୁର ବ୍ଲକ ଭୀମପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶତ ବାର୍ଷିକ ଉତ୍ସବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ l

Advertisement