Thursday, August 13, 2026
ADVERTISEMENT
Home ଆଞ୍ଚଳିକ ଆଜି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ଆଜି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

139
ADVERTISEMENT

ଭୁବନେଶ୍ୱର,୨୮/୪(ଡ଼ି.ଏଚ ବ୍ୟୁରୋ):- ଆଜି ରାଜ୍ୟ କଂଗ୍ରେସ ତରଫରୁ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବରେ (ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜିଲାସ୍ତରରୁ ଆରମ୍ଭ କରି ପଞ୍ଚାୟତ କ୍ଷେତ୍ରରେ ଏହି ଆନ୍ଦୋଳନକୁ ବ୍ୟାପକ କରାଯିବl ସହ କଂଗ୍ରେସ ନେତା ଏବଂ କର୍ମୀ ଏଥିରେ ସାମିଲ ହୋଇ ଘରକୁ ଘର ଯାଇ ସମ୍ବିଧାନ ସୁରକ୍ଷା ସମ୍ପର୍କରେ ଜନତାକୁ ଅବଗତ କରାଇବେ।

Advertisement