ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

12
ADVERTISEMENT

ନୂଆଦିଲ୍ଲୀ,୦୧/୫(ଡ଼ି.ଏଚ ବ୍ୟୁରୋ):- ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଏ ନେଇ ନିଷ୍ପତ୍ତି ନେଇଥିବାବେଳେ ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜନଗଣନାରେ ଜାତିଗଣନାକୁ ସ୍ୱଚ୍ଛ ଭାବେ ଅନ୍ତର୍ଭୁକ୍ତ କରାଯିବା ଉଚିତ ବୋଲି କହିଛନ୍ତି।

Advertisement