ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

5
ADVERTISEMENT

ବ୍ରହ୍ମପୁର,୦୯।୦୫ (ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏବଂ ମା’ଙ୍କ ନିକଟରେ ଦୀପ ଜାଳି ପୂଜାର୍ଚ୍ଚନା କରିବା ସହ ଓଡ଼ିଶାର ସାମାଜିକ ଓ ଅର୍ଥନୈତିକ ବିକାଶ ଏବଂ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ପ୍ରାର୍ଥନା କରିଥିଲେ। ଏଥିସହ ପୀଠର ଭିତ୍ତିଭୂମି ବିକାଶ ପାଇଁ ୩୦ କୋଟି ଟଙ୍କା ମଞ୍ଜୁର କରିଥିଲେ l

Advertisement