Monday, September 7, 2026
ADVERTISEMENT
Home Uncategorized ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

79
ADVERTISEMENT

ବ୍ରହ୍ମପୁର,୦୯।୦୫ (ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏବଂ ମା’ଙ୍କ ନିକଟରେ ଦୀପ ଜାଳି ପୂଜାର୍ଚ୍ଚନା କରିବା ସହ ଓଡ଼ିଶାର ସାମାଜିକ ଓ ଅର୍ଥନୈତିକ ବିକାଶ ଏବଂ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ପ୍ରାର୍ଥନା କରିଥିଲେ। ଏଥିସହ ପୀଠର ଭିତ୍ତିଭୂମି ବିକାଶ ପାଇଁ ୩୦ କୋଟି ଟଙ୍କା ମଞ୍ଜୁର କରିଥିଲେ l

Advertisement