ବ୍ରହ୍ମପୁର,୧୨।୦୫ (ଡ଼ି.ଏଚ ବ୍ୟୁରୋ):- ଗଞ୍ଜାମ ଜିଲ୍ଲା ପାତିସୋନପୁରରେ ଗୋଷ୍ଠୀ ସଂଘର୍ଷ । ଏହି ସଂଘର୍ଷରେ ଉଭୟ ଗୋଷ୍ଠୀର ଏକାଧିକ ଲୋକ ଆହତ ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି ଥିବାବେଳେ ଗାଁରେ ଉତ୍ତେଜନା ଦେଖାଦେଇଛି । ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ଗାଁରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।