ADVERTISEMENT
Home ଆଞ୍ଚଳିକ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ ପରିସରରୁ ‘ପରାକ୍ରମ ଶୋଭାଯାତ୍ରା’ ।

ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ ପରିସରରୁ ‘ପରାକ୍ରମ ଶୋଭାଯାତ୍ରା’ ।

131
ADVERTISEMENT

ଭୁବନେଶ୍ୱର ,୧୪/୫(ଡ଼ି.ଏଚ ବ୍ୟୁରୋ):-ସାରା ଦେଶ ଆଜି ସିନ୍ଦୂର ଅପରେସନ୍ ର ସଫଳତାକୁ ନେଇ ତ୍ରିରଙ୍ଗା ଯାତ୍ରା ପାଳନ କରୁଥିବାବେଳେ ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜଧାନୀ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ ପରିସରରୁ ତିନିସେନାଙ୍କୁ ସମ୍ମାନ ଜଣାଇବା ଲାଗି ‘ପରାକ୍ରମ ଶୋଭାଯାତ୍ରା’ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଏହାra ଶୁଭାରମ୍ଭ କରିଥିବାବେଳେ ଏଥିରେ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

Advertisement