୧୮ଟି ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

5
ADVERTISEMENT

ଭୁବନେଶ୍ୱର ,୧୪/୫(ଡ଼ି.ଏଚ ବ୍ୟୁରୋ):-ଆଜି ଓ ଆସନ୍ତାକାଲି ଦୁଇ ଦିନ ୧୮ଟି ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲା ମାନଙ୍କ ମଧ୍ୟରୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଗଞ୍ଜାମ , ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର , କଳାହାଣ୍ଡି ଏବଂ କଟକaadi ଜିଲାରେ ବିଜୁଳି , ଘଡ଼ଘଡ଼ି ସହ ଝଡ଼ବର୍ଷା ଆଶଙ୍କା ରହିଛି।

Advertisement