ADVERTISEMENT
Home ଆଞ୍ଚଳିକ ୧୮ଟି ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ...

୧୮ଟି ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

185
ADVERTISEMENT

ଭୁବନେଶ୍ୱର ,୧୪/୫(ଡ଼ି.ଏଚ ବ୍ୟୁରୋ):-ଆଜି ଓ ଆସନ୍ତାକାଲି ଦୁଇ ଦିନ ୧୮ଟି ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲା ମାନଙ୍କ ମଧ୍ୟରୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଗଞ୍ଜାମ , ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର , କଳାହାଣ୍ଡି ଏବଂ କଟକaadi ଜିଲାରେ ବିଜୁଳି , ଘଡ଼ଘଡ଼ି ସହ ଝଡ଼ବର୍ଷା ଆଶଙ୍କା ରହିଛି।

Advertisement