Friday, September 4, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଯାଜପୁର ଧର୍ମଶାଳା ଅତିରିକ୍ତ ବ୍ଲକ୍ ଉନ୍ନୟନ ଅଧିକାରୀ ଅସିତ କୁମାର ପାତ୍ର l

ଭିଜିଲାନ୍ସ ଜାଲରେ ଯାଜପୁର ଧର୍ମଶାଳା ଅତିରିକ୍ତ ବ୍ଲକ୍ ଉନ୍ନୟନ ଅଧିକାରୀ ଅସିତ କୁମାର ପାତ୍ର l

107
ADVERTISEMENT

ଧର୍ମଶାଳା,୧୫/୫(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଯାଜପୁର ଧର୍ମଶାଳା ଅତିରିକ୍ତ ବ୍ଲକ୍ ଉନ୍ନୟନ ଅଧିକାରୀ ଅସିତ କୁମାର ପାତ୍ର l ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଯାଜପୁର ରୋଡ୍ କହ୍ନେଇପୁର ସ୍ଥିତ ୪ ମହଲା ବିଶିଷ୍ଟ ଘର, କଟକ ଚାଉଳିଆଗଞ୍ଜ ସ୍ଥିତ ମେଟ୍ରୋ ଆଭେନ୍ୟୁ ଆପାର୍ଟମେଣ୍ଟର ଏକ ଫ୍ଲାଟ୍, ଯାଜପୁର ଗରଡେଶ୍ୱର ସ୍ଥିତ ଘର, ଭଦ୍ରକ ସନାବନସ୍ତ ଗାଁରେ ଥିବା ସମ୍ପର୍କୀୟଙ୍କ ଘର, ଯାଜପୁର ଧର୍ମଶାଳା ସରକାରୀ ବାସଭବନ, ଧର୍ମଶାଳା ବ୍ଲକ୍ ସ୍ଥିତ ଅଫିସ୍ ଏବଂ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ସ୍ଥିତ ଘରେ ଚଢାଉ ଜାରି କରୁଛି ।

Advertisement