ପାରଳାଖେମୁଣ୍ଡି,୧୪/୫(ଡ଼ି.ଏଚ ବ୍ୟୁରୋ):-ଗଜପତି ଜିଲ୍ଲା ପାରଳା ସାହିରେ ପାରିବାରିକ କଳହରୁ ପୁଅ ଏବଂ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ବାପା। ଘଟଣାସ୍ଥଳରେ ପୁଅ, ଝିଅଙ୍କର ମୃତ୍ୟୁ ଘଟିଥିବାବେଳେ ଆଜି ଚିକିତ୍ସାଧୀନ ଅବସ୍ଥାରେ ବାପାଙ୍କର ମୃତ୍ୟୁ ଘଟିଛି । ବାପାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା।