Friday, September 4, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ରାମପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ...

ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ରାମପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଗୁଳିମାଡ ।

183
Shooting a gun in night
ADVERTISEMENT

ବ୍ରହ୍ମପୁର,୨୨/୫(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ରାମପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଗୁଳିମାଡ । ମହିଳା ଜଣକ ଭାବିନୀ ରାଉତ ହୋଇଥିବାବେଳେ ତାଙ୍କ ସଂପର୍କୀୟ ଭଣଜା ସୁରେଶ ପ୍ରଧାନ ତାଙ୍କୁ ଗୁଳି କରିଥିବା ସୂଚନା ମିଳିଛି । ଏବଂ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଚିକିତ୍ସିତ ଥିବାବେଳେ ଖବର ପାଇ କୋଦଳା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Advertisement