ଆଞ୍ଚଳିକଖୋର୍ଦ୍ଧା ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ବାଙ୍କୋଇ ଫାଣ୍ଡି ଏଏସଆଇ ତୁଷାର ନାୟକ ଓ ହୋମଗାର୍ଡ ପି କେ ସୁନ୍ଦରାୟ l By Dunia Halchal - May 24, 2025 108 Share FacebookTwitterPinterestWhatsApp ADVERTISEMENT ଖୋର୍ଦ୍ଧା,୨୪/୫(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ବାଙ୍କୋଇ ଫାଣ୍ଡି ଏଏସଆଇ ତୁଷାର ନାୟକ ଓ ହୋମଗାର୍ଡ ପି କେ ସୁନ୍ଦରାୟ l ଦୁହେଁ ଜଣେ ଲୋକଙ୍କଠାରୁ କେସ ଏକ ମାମଲାର ରଫାଦଫା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । Advertisement