Saturday, August 15, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

161
ADVERTISEMENT

ଭୁବନେଶ୍ୱର,୨୮/୫(ଡ଼ି.ଏଚ ବ୍ୟୁରୋ):-ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପ ର ରୂପ ନେଇଛି। ଯାହା ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏବଂ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisement