ମୟୂରଭଞ୍ଜ,୨୮/୫(ଡ଼ି.ଏଚ ବ୍ୟୁରୋ):-ମୟୂରଭଞ୍ଜ ଜିଲ୍ଲା ୧୮ ନଂ ଜାତୀୟ ରାଜପଥ ବେତନଟୀ ଉପକଣ୍ଠ ଆଗ୍ରିଆ ବଡପୋଲଠାରେ ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ୍ । ଏଥିରେ ଟ୍ରାକ୍ଟରରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇ ସ୍ଥାନୀୟ ମେଡିକାଲରେ ଭର୍ତି । ଏବଂ ଦୁର୍ଘଟଣାପରେ ଟ୍ରକ୍ tଘଟଣାସ୍ଥଳରୁ ଚମ୍ପଟ ମାରିଥିବାବେଳେ ବେତନଟୀ ଥାନା ପୁଲିସ ର ତଦନ୍ତ ଜାରି ।

















