ରାଜ୍ୟ କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର ।

176
ADVERTISEMENT

ଭୁବନେଶ୍ୱର,୨୯/୫(ଡ଼ି.ଏଚ ବ୍ୟୁରୋ):-ରାଜ୍ୟ କ୍ୟାବିନେଟର ୨୦ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର । ଯୋରନ୍ଦା ମହିମା ଗାଦିର ବିକାଶ, ବିଭିନ୍ନ ସରକାରୀ ଚାକିରିରେ ଆବେଦନ ପାଇଁ ବୟସ ସୀମା ବୃଦ୍ଧି, ଏଆଇ ମିଶନ, ଜଗତସିଂହପୁର JSWର ଜେଟି ନିର୍ମାଣ, ଓଡ଼ିଶା ଚକ୍ଷୁ ସେବା ପାଇଁ ପାଇଁ ପଦବୀ ସୃଷ୍ଟି । ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି।

Advertisement