ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ନାଥ ଷଡଙ୍ଗୀ ।

158
ADVERTISEMENT

ଭୁବନେଶ୍ୱର,୩୦/୫(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ନାଥ ଷଡଙ୍ଗୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ଚଢାଉ ବେଳେ ୨କୋଟିରୁ ଅଧିକ ନଗଦ ଟଙ୍କା ଜବତ କରଛି ଭିଜିଲାନ୍ସ । ଏଥିସହ ଭୁବନେଶ୍ୱର, ପୁରୀ, ଅନୁଗୁଳର ୭ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି ।

Advertisement