ମାଲକାନଗିରି ଜିଲ୍ଲା ବିଜାଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ ।

71
ADVERTISEMENT

ମାଲକାନଗିରି,୦୨/୬(ଡ଼ି.ଏଚ ବ୍ୟୁରୋ):- ମାଲକାନଗିରି ଜିଲ୍ଲା ବିଜାଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଏଥିରେ ବସ୍ ରେ ଥିବା ୫୦ରୁ ଅଧିକ ଯାତ୍ରୀ ଆହତ ହୋଇ ସ୍ଥାନୀୟ ମେଡିକାଲ୍ ରେ ଭର୍ତି l ଏବଂ ଘଟଣା ସ୍ଥଳରେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ଥିବାବେଳେ ବସ ଟି ହାଇଦ୍ରାବାଦରୁ ଭବାନୀପାଟଣା ଅଭିମୁଖେ ଯାଉଥିଲା ।

Advertisement