Friday, September 4, 2026
ADVERTISEMENT
Home ଆଞ୍ଚଳିକ ଦୁଇଟି ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ।

ଦୁଇଟି ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ।

92
ADVERTISEMENT

ରାଉରକେଲା,୦୨/୬(ଡ଼ି.ଏଚ ବ୍ୟୁରୋ):- ରାଉରକେଲା ରଘୁନାଥ ପାଲି ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ନିକଟରୁ ଦୁଇଟି ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ ହେଉଥିବା ବେଳେ ରଘୁନାଥପାଲି ଥାନା ପୁଲିସ ଏହାକୁ ଜବତ କରି ବିସ୍ଫୋରକ ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଓ ଗାଡ଼ି ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି।

Advertisement