ରାଜ୍ୟରେ ଆସନ୍ତା ତିନିଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବା ସହ ତାତି ୪୪ ଡିଗ୍ରୀ ଛୁଇଁବ ।

18
ADVERTISEMENT

ଭୁବନେଶ୍ୱର,o୮/୬(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଆସନ୍ତା ତିନିଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବା ସହ ତାତି ୪୪ ଡିଗ୍ରୀ ଛୁଇଁବ । ଏବଂ ଭୀଷଣ ଗ୍ରୀଷ୍ମପ୍ରବାହ ସହିତ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ସେପଟେ ଆଜି ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ଘଡ଼ଘଡ଼ି ବର୍ଷା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବି ବହି ବାର ରହିଛି ।

Advertisement