ଗଣଦୁଷ୍କର୍ମ ଘଟଣାରେ ପୁଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

17
ADVERTISEMENT

ବ୍ରହ୍ମପୁର,o୮/୬(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକା (୧୩ ବର୍ଷ, ୧୪ ବର୍ଷ) ଭଉଣୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ପୁଲିସ ୪ ଜଣ ଅଭିଯୁକ୍ତଙ୍କୁ ବିଶାଖାପାଟଣାରୁ ଗିରଫ କରି କୋର୍ଟ ଚାଲାଣ କରିଛି। ୪ ଅଭିଯୁକ୍ତମାନେ ହେଲେ ଗୋଳନ୍ଥରା ଥାନା ଅଞ୍ଚଳର ଶିବା, କେ.ସାଇ, ଜି. ଗେରେୟା ଓ ଏନ ଶ୍ରିନୁ । ସେମାନେ ବନ୍ଧୁତା ସ୍ଥାପନ କରି ବିଶ୍ୱାସ ଜନ୍ମାଇ ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା ।

Advertisement