ଘୂର୍ଣ୍ଣିବଳୟ ପ୍ରଭାବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।

73
ADVERTISEMENT

ଭୁବନେଶ୍ୱର,୧୨/୬(ଡ଼ି.ଏଚ ବ୍ୟୁରୋ):-ଘୂର୍ଣ୍ଣିବଳୟ ପ୍ରଭାବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଏବଂ ଏହାର ପ୍ରଭାବରେ ଆଗାମୀ ୬ ଦିନ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି । ଏବଂ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିବାରୁ ପାଗରେ ପରିବର୍ତ୍ତନ ଆସିଛି।

Advertisement