ଭଦ୍ରକ,୧୩/୬(ଡ଼ି.ଏଚ ବ୍ୟୁରୋ):-ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକରେ ବଡ଼ଧରଣର ବ୍ୟାଙ୍କ ଡକାୟତି। ଭଦ୍ରକ-ଚାନ୍ଦବାଲି ରାସ୍ତାରେ ଥିବା ଏୟୁ ସ୍ମଲ୍ ଫାଇନାନ୍ସ ବ୍ୟାଙ୍କର ୪ ଜଣ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ୭ ଲକ୍ଷ ୫୨ ହଜାର ଟଙ୍କା ଲୁଟି ନେଇଛନ୍ତି । ଏନେଇ ତିହିଡ଼ି ଥାନାରେ ଅଭିଯୋଗ ପରେ ପୋଲିସର ତଦନ୍ତ ଜାରି ।





















