ଟ୍ରକ ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ।

73
ADVERTISEMENT

ବୌଦ୍ଧ ,୧୪/୬(ଡ଼ି.ଏଚ ବ୍ୟୁରୋ):-ବୌଦ୍ଧ ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡ଼ା ନିକଟରେ ଟ୍ରକ ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା । ଯାହାଫଳରେ ବୋଲେରୋରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିiଥିବା ବେଳେ ବାକି ୭ ଜଣ ଗୁରୁତର ହୋଇ ବୌଦ୍ଧ ମେଡିକାଲରେ ଭର୍ତ୍ତି । ଏବଂ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

Advertisement