ନବରଂଗପୁର,୨୭/୬(ଡ଼ି.ଏଚ ବ୍ୟୁରୋ):-ନବରଂଗପୁର ଜିଲ୍ଲା ଝରିଗାଁ ଥାନା ଅନ୍ତର୍ଗତ ଝରିଗାଁ-ଡ଼ାବୁଗାଁ ମୁଖ୍ୟ ରାସ୍ତା ଥିବା ଡାଇନିଗୁଡ଼ା ଗ୍ରାମ ନିକଟରେ ଗଛରେ ପିଟି ହେଲା କାର l ଏଥିରେ ଘଟଣା ସ୍ଥଳରେ କାରରେ ଥିବା ଦୁଇ ଭାଇ ସାଗର ଜୈନ ଏବଂ ଅଙ୍କୁର ଜୈନଙ୍କର ମୃତ୍ୟୁ ଘଟିଥିବା ବେଳେ ସମ୍ପର୍କୀୟ ଭାଇ ଗୁରୁତର ଆହତ ହୋଇ ନବରଂଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତି ।

















